ଶେଷ ଦିନରେ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା । ଆଜି ପଦମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ସେଷ ଦିନ ଥିଲା । ବରିଷ୍ଠ ଓ ସମର୍ଥକଙ୍କ ସାଙ୍ଗରେ ଆସି ନାମାଙ୍କନ ଦାଖଲ କରିଛନ୍ତି ବର୍ଷା । ଏହା ପୂର୍ବରୁ ପୂଜାର୍ଚ୍ଚନା ପାଇଁ ମାଣ୍ଡୋସିଲ ନିକଟ ବୁଢ଼ାରଜା ମନ୍ଦିର ଠାରେ ପୂଜା କରିଛନ୍ତି ବର୍ଷା । ପୂର୍ବରୁ ମଧ୍ୟ ଏହି ମନ୍ଦିରରେ ଦିବଂଗତ ନେତା ବିଜୟ ରଂଜନ ସିଂ ବରିହା ଏହି ପୂଜାର୍ଚ୍ଚନା କଲା ପରେ ନାମାଙ୍କନ ଦାଖଲ କରୁଥିଲେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍