ମୋଦୀ ବିରୋଧୀଙ୍କୁ ଏକାଠି କରିବାକୁ ଜେଡିୟୁ ମୁଖ୍ୟଙ୍କ ଜୋରଦାର ପ୍ରୟାସ । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମିଶନ ୨୦୨୪ । ବିରୋଧୀ ଏକତା ଓ ଆଗାମୀ ୨୦୨୪ ନିର୍ବାଚନ ପାଇଁ ନୂଆ ରଣନୀତି ଲକ୍ଷ୍ୟ ନେଇ ଦିଲ୍ଲୀରେ ନୀତିଶ କୁମାର । କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ସିପିଆଇଏମ ନେତା ସୀତରାମ ୟେଚୁରିଙ୍କୁ ନୀତିଶ ଭେଟିଛନ୍ତି । ଏଥିସହ ଏନସିପି ନେତା ଶରଦ ପାୱାରଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି । ଏହାସହ ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ମଧ୍ୟ ଭେଟିବେ ନୀତିଶ । କେବଳ ସେତିକି ନୁହେଁ ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ମଧ୍ୟ ଭେଟିବେ ନୀତିଶ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ