- () ଶପଥ ନେଲେ ନବୀନଙ୍କ ନୂଆ ଟିମ୍ । କ୍ୟାବିନେଟ୍ ଓ ରାଷ୍ଟ୍ରମନ୍ତ୍ରୀ ଭାବେ ଲୋକସେବା ଭବନର କନ୍ଭେନ୍ସନ୍ ହଲ୍ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିଛନ୍ତି । ତେବେ ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଥମ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜଗନ୍ନାଥ ସାରକା । ଏହାପରେ ନିରଞ୍ଜନ ପୁଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ୍ , ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।
- https://thetopmost.in/cancer-cramps-can-be-treated-by-home-remedy/
- https://thetopmost.in/bollywood-queen-kanganas-new-dhakkad-look/
“The eyes believe themselves, the ears believe other people.”
More Stories
ଅଡୁଆରେ ସୁଲତା
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ