ଓଡ଼ିଶା ସମେତ ସମଗ୍ର ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପକ୍ଷରେ ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଖରାକୁ ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ସପ୍ତାହକ ଯାଏ ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି । ମମତା ବନାର୍ଜୀ କହିଛନ୍ତି ଯେ ବିଗତ କିଛି ଦିନ ହେଲାଣି ରାଜ୍ୟରେ ପ୍ରଚଣ୍ଡ ତାତି ଅନୁଭୂତ ହେଉଛନ୍ତି । ଏଥିଯୋଗୁ ସ୍କୁଲରୁ ଫେରିବା ପରେ ପିଲାମାନେ ମୁଣ୍ଡବିନ୍ଧା ଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାରର ସ୍ୱାସ୍ଥ୍ୟଗତ ସମସ୍ୟାରେ ପଡ଼ୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲ ଓ କଲେଜକୁ ଆସନ୍ତା ସପ୍ତାହରେ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍