ଆଜିଠୁ ପାରାଦୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୨୦୨୩ । ସକାଳ ୬ଟାରୁ ସମାରାଭ୍ୟାସ ଆରମ୍ଭ ହୋଇଥିବାବେଳେ ଏଥିରେ ୧୮ଟି ବିଭାଗ ସାମିଲ ହୋଇଛନ୍ତି ୨୬-୧୧ ମୁମ୍ବାଇ ଆକ୍ରମଣ ଘଟଣା ପରେ ଉପକୂଳବର୍ତ୍ତୀ ଅଞ୍ଚଳର ସୁରକ୍ଷା ପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷାକରି ପ୍ରତି ବର୍ଷ ଏହି ମିଳିତ ସମରାଭ୍ୟାସ କରାଯାଉଛି । ଏଥିରେ ଭାରତୀୟ ନୌସେନା, କୋଷ୍ଟଗାର୍ଡ, ମେରାଇନ ପୋଲିସ, ମତ୍ସ୍ୟ ବିଭାଗ, କଷ୍ଟମ ବିଭାଗ, ପାରାଦୀପ ବନ୍ଦର, ବନ ବିଭାଗ, ଅଗ୍ନିଶମ ବିଭାଗ, ସିଆଇଏସଏଫ, ଇଣ୍ଟେଲିଜେନ୍ସ , ଓଡ଼ିଶା ପୋଲିସ ସମେତ ୧୮ରୁ ଉର୍ଦ୍ଧ୍ବ ବିଭାଗ ସାମିଲ ହୋଇଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍