ପିଏଫ୍ ଆଇକୁ କୋର୍ଟଙ୍କ ଝଟକା । ପପୁଲାର ଫଣ୍ଟ୍ ଅଫ ଇଣ୍ଡିଆର ପ୍ରତିବନ୍ଧକ ଚ୍ୟାଲେଞ୍ଜ ଆଦବେନ ଖାରଜ । କର୍ଣ୍ଣାଟକ ହାଇକୋର୍ଟ ମାମଲାର ଶୁଣାଣି କରି ଦାୟର ହୋଇଥିଲା ଆବେଦନକୁ ଖାରଜ କରିଛନ୍ତି । ପିଏଫଆଇ ସଦସ୍ୟ ନାସିର ପାସାଙ୍କ ଦ୍ବାରା ଉଚ୍ଚ ଅଦାଲତରେ ଦାୟର ହୋଇଥିଲା ଯାଚିକା। ଜଷ୍ଟିସ୍ ଏମ୍ ନଗପ୍ରସନ୍ନା ମାମଲାର ଶୁଣାଣି କରି ନିଷ୍ପତ୍ତି ଶୁଣାଇଛନ୍ତି । ପପୁଲାର ଫଣ୍ଟ୍ ଅଫ ଇଣ୍ଡିଆର ସଦସ୍ୟ ଆତଙ୍କବାଦୀ ଗତିବିଧିରେ ସାମିଲ ଥିବା ନେଇ ଅଭିଯୋଗ ପରେ କେନ୍ଦ୍ର ସରକାର ତତ୍କାଳ ପ୍ରତିବନ୍ଧକ ଲଗାଇଛନ୍ତି । ଏହାକୁ ନେଇ ପିଏଫଆଇ ସଦସ୍ୟ କର୍ଣ୍ଣାଟକ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ । କେନ୍ଦ୍ର ସରକାର ପିଏଫଆଇ ଉପରେ ତତ୍କାଳ ପ୍ରତିବନ୍ଧକ ଲାଗୁ କରିଛନ୍ତି ।
More Stories
ବିବାହ ପୂର୍ବରୁ କରନ୍ତୁନି ଏହି ସବୁ କାମ ନଚେତ୍..
ଦମଦାର ଅଭିନୟରେ ଦର୍ଶକ ଘାଇଲା..
ମୁସଲିମ୍ ବିବାହ ପରେ ସ୍ବରାଙ୍କ ରୂପକୁ ନେଇ ବିବାଦ