ପୁଡୁଚେରୀରେ ବଢୁଛି କରୋନା ସଂକ୍ରମଣ । ଏନେଇ ଆଗୁଆ ସର୍ତକ ହୋଇଛନ୍ତି ରାଜ୍ୟ ସରକାର । ପୁଡୁଚେରୀର ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧା ବାଧ୍ୟତାମୂଳକ କରାଯାଇଛି । ସଂକ୍ରମଣ ବୃଦ୍ଧି ପରେ ଏଭଳି ନିଷ୍ପତି ନିଆଯାଇଛି । ସ୍କୁଲରେ ଶିକ୍ଷକ ଓ ଛାତ୍ରଙ୍କ ପାଇଁ ମଧ୍ୟ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଦେଶରେ ଏବେ ଲଗାତର କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଥିପ୍ରତି ସବୁ ରାଜ୍ୟକୁ ସର୍ତକ କରାଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ