ରଥଯାତ୍ରା ଅବସରରେ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମହାପ୍ରଭୁଙ୍କୁ ଦର୍ଶନ କରିବା ପୂର୍ବରୁ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ ଏହି କାମ ହୋଇଛି । ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍