ପୂରଣ ହେବ ହାଇସ୍କୁଲ ପାଇଁ ୭୫୪୦ ଶିକ୍ଷକ ପଦବୀ । ନିଯୁକ୍ତି ପ୍ରକ୍ରିୟା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ଅନୁରୋଧ କରାଯାଇଛି । ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି