ଆଜି ସାରାଦେଶ ପାଳୁଛି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ 105 ତମ ଜୟନ୍ତୀ । ନେତା ରାଜନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ପର୍ଯ୍ୟନ୍ତ ସମସ୍ତେ ଦେଶର ଏହି ମହିୟସୀ ମହିଳାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଦେଶର ଲୌହ ମହିଳା ଭାବେ ପରିଚିତ ଇନ୍ଦିରା ଗାନ୍ଧିଙ୍କର ୧୦୫ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି, ଜନ୍ମବାର୍ଷିକୀରେ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି । ସେହିପରି ଭାରତ ଯୋଡ଼ୋ ଯାତ୍ରାରେ ଥିବା କଂଗ୍ରେସ ସାଂସଦ ରାହୁଲ୍ ଗାନ୍ଧି ମଧ୍ୟ ଜେଜେମା’ ଇନ୍ଦିରା ଗାନ୍ଧିଙ୍କ ପ୍ରତି ଶ୍ରଦ୍ଧାଞ୍ଚଳି ଜ୍ଞାପନ କରିଛନ୍ତି । ୧୯୧୭ ମସିହା ନଭେମ୍ବର ୧୯ ତାରିଖରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଜନ୍ମଗ୍ରହଣ କରିଥିଲେ।
“The eyes believe themselves, the ears believe other people.”
More Stories
ଅଦରକାରୀ ଭାବି ଫିଙ୍ଗନ୍ତୁ ନାହିଁ ଶୁଖିଲା ଫୁଲ
ଏହି ସୁପର୍ ଫୁଡ୍ ଖାଇ ଘଟାନ୍ତୁ ଓଜନ..
ଏହି ରୋଗ ଥିଲେ ଅଧିକ କଲରା ଖାଇବା ମନା