ପରଲୋକରେ ଦେଶର ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ । ବିଳମ୍ବିତ ରାତିରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ଛାତିରେ ଯନ୍ତ୍ରଣା ହେବାରୁ ପ୍ରଥମେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ହୃଦଘାତ ଯୋଗୁଁ ଅବସର ବେଉରିଆଙ୍କ ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି । ତାଙ୍କର ଦୁଇ ଝିଅ ଆମେରିକାରେ ଥିବାରୁ ପରଦିନ ତାଙ୍କର ଅନ୍ତିମ ସଂସ୍କାର ହେବ ବୋଲି ସୂଚନା ରହିଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ