The Topmost

“The eyes believe themselves, the ears believe other people.”

ପୋପଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭାଟିକାନ ସିଟିରେ ପୋପଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ରୋମ୍ ସହିତ ଓଡ଼ିଶାର ରହିଛି ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ । ଇଟାଲି, ଗ୍ରୀସ୍ ସମେତ ୟୁରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟି ରାଜ୍ୟର ବିକାଶରେ ସହଯୋଗର ଆହ୍ବାନ ଦେବେ ମୁଖ୍ୟମନ୍ତ୍ରୀ । ଏହାସହ ରାଜ୍ୟର ସଂସ୍କୃତି ଓ କଳାର ବିକାଶରେ ସେମାନଙ୍କ ଅବଦାନ ନେଇ ଆଲୋଚନା କରିବେ ।