ପ୍ରକୃତ ହିତାଧିକାରୀ ଯାଞ୍ଜ ପାଇଁ ଫିଜିକାଲ ସର୍ଭେ ହେବ । ସର୍ଭେ ପରେ ଚୂଡାନ୍ତ ରାସନ କାର୍ଡ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ୭୩୪ ହଜାର ଲୋକ ଇ-କେୱାଇସି କରିନାହାନ୍ତି ।

More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି