ହିମାଚଳରେ ସରିଲା ନିର୍ବାଚନୀ ପ୍ରଚାର । ଶେଷଦିନରେ ଭୋଟପାଇଁ ଦଳମାନେ ପ୍ରତିଶ୍ରୁତିର ବର୍ଷା କରିଛନ୍ତି । ତେବେ ବିଧାନସଭା ନିର୍ବାଚନ ପାଇଁ ୧୨ ତାରିଖରେ ପଡିବ ଭୋଟ । ଏଣୁ ବିଭିନ୍ନ ଦଳମାନେ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ପହଞ୍ଚି ପ୍ରଚାର କରିଛନ୍ତି । ବିଜେପି ପକ୍ଷରୁ ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ,ହିମାଚଳ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ପ୍ରଚାରମଙ୍ଗ ସମ୍ଭାଳିଥିଲେ । ସେପଟେ ପୁଣି ଥରେ କଂଗ୍ରେସ ପାଇଁ ଜୋରଦାର ପ୍ରଚାର କରିଥିଲେ କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ବାଡ୍ରା ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ