() ଆଜି ହେଉଛି ପ୍ରଥମ ପର୍ଯ୍ୟାୟର ପ୍ରାଥମିକ ସମବାୟ ସମିତି ନିର୍ବାଚନ । ୩ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇ ସାରିଛନ୍ତି । ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ଆଜି ନିର୍ବାଚନ ହେଉଛି । ମୋଟ୍ ୪ ଲକ୍ଷ ୫୩ ହଜାର ୬୧୦ ଭୋଟର ମତଦାନ କରୁଛନ୍ତି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ । ଭୋଟ ଗ୍ରହଣ ପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା