ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ । ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ଚାର୍ଜସିଟରେ ୯କୋଟି ୧୮ଲକ୍ଷ ୧୩ହଜାର ୭ଟଙ୍କା ବେଆଇନ ସମ୍ପତି ଥିବା ଉଲ୍ଲେଖ ରହିଛି । ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ଗତ ୨୦୨୧ରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିଲା ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା