ପଦ୍ମପୁର ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପ୍ରଦୀପ ପୁରୋହିତଙ୍କ ନାଁରେ ମୋହର ମାରିଛି ଦଳ । ଏନେଇ ବିଜେପି ବିଦ୍ଧିବଦ୍ଧ ଭାବେ ଘୋଷଣା କରିଛି । ତେବେ ଆସନ୍ତା ୧୪ ତାରିଖରେ ନାମାଙ୍କନ ଦାଖଲ କରିବେ ପ୍ରଦୀପ । ଏନେଇ ସୂଚନା ଦେଇଛନ୍ତି କୁସୁମ ଟେଟେ ।
ଆଜି ବିଜେପି ପଦ୍ମପୁର ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ଏବଂ କଂଗ୍ରେସ କାହାକୁ ପ୍ରାର୍ଥୀ ଘୋଷଣା କରିବେ ତାକୁ ହିଁ ନଜର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା