ସୁଦାନରେ ଅନେକ ଦିନ ଧରି ଜାରି ରହିଥିବା ହିଂସା ଥମିବାର ନା ନେଉନାହିଁ । ହିଂସାରେ ଜଣେ ଭାରତୀୟଙ୍କ ଦେହରେ ବୁଲେଟ ଲାଗିବା ପରେ ତାଙ୍କର ମୃତ୍ୟୁ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଦାନରେ ରହୁଥିବା ଭାରତୀୟଙ୍କ ସୁରକ୍ଷା ପାଇଁ ଚିନ୍ତା ପ୍ରକାଶ କରିଛନ୍ତି । ଏହା ଉପରେ ପ୍ରଧାନମନ୍ତ୍ରୀ ଏକ ହାଇଲେଭଲ ବୈଠକ କରିଛନ୍ତି । ବୈଠକରେ ବିଦେଶ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ସାମିଲ ହୋଇଥିଲେ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ