() ତୃତୀୟ ଦିନରେ ବିଧାନସଭା ମୌସୁମୀ ଅଧିବେଶନ । ପ୍ରଶ୍ନକାଳରେ ପଞ୍ଚାୟତିରାଜ ଓ ପାନୀୟ ଜଳ,ଗ୍ରାମ୍ୟ ଉନ୍ନୟନ,ଗୃହ ନିର୍ମାଣ ଓ ପୌର ଉନ୍ନୟନ,ଜଙ୍ଗଲ ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ,ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା,ସୂଚନା ଓ ଲୋକ ସମ୍ପର୍କ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ହେଉଛି । ସେହିପରି ଶୁନ୍ୟ କାଳରେ ପୁଣି ଥରେ ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ ସମେତ ରାଜ୍ୟର ଆଇନ ଶୃଙ୍ଖଳା,ବେକାରୀ, ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସୀମା ବିବାଦ ଓ ଜଳ ବିବାଦ ଭଳି ପ୍ରସଙ୍ଗ ଉଠିପାରେ । ତେବେ ଆସନ୍ତା କାଲିଠୁ ଦୁଇ ଦିନ ଧରି 2022-23 ଆର୍ଥିକ ବର୍ଷ ଲାଗି ବିଧାନସଭାରେ ଆଗତ ହୋଇଥିବା ବଜେଟ ଉପରେ ସାଧାରଣ ଆଲୋଚନା ହେବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି