କଂଗ୍ରେସ ଟିକେଟ୍ ଆଶାୟୀଙ୍କ ପାଇଁ ଆରମ୍ଭ ହେଲା ଅନଲାଇନ୍ ଆବେଦନ । ଓଡ଼ିଶାରେ ଆରମ୍ଭ ହେଲା ପ୍ରଗମନ୍ ଅଭିଯାନ । ଆଜିଠାରୁ ୧୧ ଫେବ୍ରୁଆରୀ ଯାଏଁ ଆଶାୟୀମାନେ ଅନଲାଇନରେ ଆବେଦନ କରିପାରିବେ । ଡବ୍ଲୁଡବ୍ଲୁଡବ୍ଲୁ ଡଟ୍ ପ୍ରଗମନ୍ ଡଟ୍ ଇନରେ ଆବେଦନ କରିହେବ । ଉଭୟ ବିଧାନସଭା ଓ ଲୋକସଭା ଟିକେଟ୍ ପାଇଁ ଆବେଦନ କରାଯାଇପାରିବ । ଯୋଗ୍ୟ ପ୍ରାର୍ଥୀଙ୍କୁ ଚଳିତ ନିର୍ବାଚନରେ ଟିକେଟ୍ ଦେବ କଂଗ୍ରେସ । ସାମ୍ବାଦିକ ସମ୍ମିଳନୀରେ ଏହି ୱେବସାଇଟକୁ ଲଞ୍ଚ କରିଛନ୍ତି ପ୍ରଭାରୀ ଅଜୟ କୁମାର ।
“The eyes believe themselves, the ears believe other people.”
More Stories
କାଲି ଘୋଷଣା ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ
ନିର୍ବାଚିତ ହେବେ ନୂଆ ଇଲେକ୍ସନ୍ କମିସନର୍
ମୋହନଙ୍କ ପେଡିରୁ କାହାକୁ ମିଳିଲା କେତେ