ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ । ଆଜି ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ଗୃହ ସରଗରମ ରହିପାରେ । ପରସ୍ପରକୁ ମାତ୍ ଦେବାକୁ ସରକାର ଓ ବିରୋଧୀ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । ପ୍ରଥମ ଦିନରେ ୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଥମ ଦିନ ହୋଇଥିବାରୁ କାଁ ଭାଁ କିଛି ବିଧାୟକଙ୍କୁ ବାଦ୍ ଦେଲେ ପ୍ରାୟ ସମସ୍ତେ ଉପସ୍ଥିତ ଥିଲେ । ରାଜ୍ୟପାଳ ତାଙ୍କ ଅଭିଭାଷଣ ଆରମ୍ଭ କରିବା ମାତ୍ରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଠିଆ ହୋଇ ପଡ଼ିଥିଲେ । ଏବଂ କହିଥିଲେ, ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଛି । ଏବଂ ରାଜ୍ୟ ସରକାରଙ୍କୁ ଦୋଷାରୋପ କରିଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା