ବଢିବ ବିଧାୟକଙ୍କ ଦରମା । ବିଧାନସଭାର ଉପେଦଷ୍ଟା କମିଟି ବୈଠକରେ ଆଲୋଚନା ଶେଷ । ଏନେଇ ଖୁବଶୀଘ୍ର ବାଚସ୍ପତିଙ୍କୁ ଉପଦେଷ୍ଟା କମିଟିର ରିପୋର୍ଟ ଦିଆଯିବ । ଏହାପରେ ଚୂଡାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ଏହାପୂର୍ବରୁ ବିଧାନସଭା ଅଧିବେଶନରେ ବିଧାୟକଙ୍କ ଦରମା ବୃଦ୍ଧି ନେଇ ସର୍ବସମ୍ମତ ମତ ପ୍ରକାଶ ପାଇଥିଲା । ଯାହାକୁ ଆଧାର କରି ଉପଦେଷ୍ଟା କମିଟି ଏ ବାବଦରେ ଆଲୋଚନା କରିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍