ଆଜି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ରକ୍ତର ସମ୍ପର୍କ ଠାରୁ ବେଶ ଗଭୀର ବନ୍ଧୁତାର ସମ୍ପର୍କ । ବନ୍ଧୁତ୍ବ ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା । ବିଶ୍ବ ବନ୍ଧୁତ୍ବ ଦିବସରେ ସବୁଠି ଚାଲେ ସେଲିବ୍ରେସନ । ଅସୁବିଧା ଓ ସୁଖଦୁଃଖରେ ସାଥ୍ ଦେଇଥାଏ ପ୍ରକୃତ ବନ୍ଧୁ । ରାଗ, ରୁଷା, ଅଭିମାନ ସବୁ ଥାଏ ବନ୍ଧୁ ପାଖରେ । ବିଶେଷକରି ଭାରତ ଓ ବାଙ୍ଗଲାଦେଶ ସମେତ ଅନେକ ରାଷ୍ଟ୍ରରେ ପାଳନ ହୁଏ ବନ୍ଧୁତ୍ବ ଦିବସ । ୧୯୫୮ ମସିହାରେ ଜାତିସଂଘ ଅଗଷ୍ଟ ମାସର ପ୍ରଥମ ସପ୍ତାହକୁ ବନ୍ଧୁତ୍ବ ଦିବସ ଭାବେ ଘୋଷଣା କରିଥିଲା । ସେହିଦିନଠାରୁ ପାଳିତ ହୋଇ ଆସୁଛି ବନ୍ଧୁତ୍ବ ଦିବସ ।
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ