ଆଜି ଫ୍ରେଣ୍ଡସିପ୍ ଡେ’ । ବନ୍ଧୁ ପାଇଁ ଦିନ ଟିଏ । ରକ୍ତର ସମ୍ପର୍କ ଠାରୁ ବେଶ ଗଭୀର ବନ୍ଧୁତାର ସମ୍ପର୍କ । ବନ୍ଧୁତ୍ବ ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା । ବିଶ୍ବ ବନ୍ଧୁତ୍ବ ଦିବସରେ ସବୁଠି ଚାଲେ ସେଲିବ୍ରେସନ । ଅସୁବିଧା ଓ ସୁଖଦୁଃଖରେ ସାଥ୍ ଦେଇଥାଏ ପ୍ରକୃତ ବନ୍ଧୁ । ରାଗ, ରୁଷା, ଅଭିମାନ ସବୁ ଥାଏ ବନ୍ଧୁ ପାଖରେ । ବିଶେଷକରି ଭାରତ ଓ ବାଙ୍ଗଲାଦେଶ ସମେତ ଅନେକ ରାଷ୍ଟ୍ରରେ ପାଳନ ହୁଏ ବନ୍ଧୁତ୍ବ ଦିବସ । ୧୯୫୮ ମସିହାରେ ଜାତିସଂଘ ଅଗଷ୍ଟ ମାସର ପ୍ରଥମ ସପ୍ତାହକୁ ବନ୍ଧୁତ୍ବ ଦିବସ ଭାବେ ଘୋଷଣା କରିଥିଲା । ସେହିଦିନଠାରୁ ପାଳିତ ହୋଇ ଆସୁଛି ବନ୍ଧୁତ୍ବ ଦିବସ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍