ବନ୍ୟା ଭାଙ୍ଗି ଦେଇଛି ଚାଷୀଙ୍କ ମେରୁଦଣ୍ଡ । ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ । ଚଳିତ ବନ୍ୟାରେ ୧ ଲକ୍ଷ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି । ବନ୍ୟା ଓ ବର୍ଷାରେ ୨୪ଟି ଜିଲ୍ଲାର ଚାଷୀ ପ୍ରଭାବିତ ହୋଇଛନ୍ତି । ୧୦ଟି ଜିଲ୍ଲାର ଚାଷୀଙ୍କର ଅଧିକ କ୍ଷୟକ୍ଷତି ହୋଇଛି । ବନ୍ୟା ଓ ପ୍ରବଳ ବର୍ଷାରେ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅଧିକ ଚାଷଜମିରେ ଫସଲ ନଷ୍ଟ ହୋଇଛି । ଜଗତସିଂହପୁରରେ ସର୍ବାଧିକ ୨ ହଜାର ୪୨୦ ହେକ୍ଟର ଚାଷଜମିରେ ଫସଲ କ୍ଷତି ହୋଇଛି । ଗତକାଲି କୃଷିମନ୍ତ୍ରୀ ଚାଷୀଙ୍କ କ୍ଷୟକ୍ଷତି ନେଇ ସମୀକ୍ଷା କରିଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା