() ରାଜଧାନୀ ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ହଣାକଟା । ଡ୍ରାଇଭର ଓ କଣ୍ଡକ୍ଟରକୁ ଧାରୁଆ ଅସ୍ତ୍ରରେ ଗୋଡେଇ ଗୋଡେଇ ହାଣିଲେ ଅନ୍ୟ ବସର କର୍ମଚାରୀ ମାନେ । ବସ୍ଷ୍ଟାଣ୍ଡରେ ବସ୍ ଆଗ ପଛ ଯିବାକୁ ନେଇ ପ୍ରଥମେ ଗଣ୍ଡଗୋଳ ହୋଇଥିଲା । ତେବେ ଦେଖୁ ଦେଖୁ ଏହି ବିବାଦ ଉଗ୍ରରୂପ ନେଇଥିଲା । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଡ୍ରାଇଭର ଓ କଣ୍ଡକ୍ଟର ବସ ଷ୍ଟାଣ୍ଡ ସାରା ଦୌଡ଼ିଲେ । ଏହି ହଣାକଟାରେ ଦୁଇଜଣ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଘଟଣାସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚି ଖୋଲତାଡ଼ ଜାରି ରଖିଛି ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍