ଚଳିତ ଶିକ୍ଷାବର୍ଷରେ ସାମିଲ ହେବନି ନୂଆ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ପୂର୍ବରୁ ବର୍ଷକୁ ଦୁଇଥର ଅଭିଭାବକ ଓ ଶିକ୍ଷକ ବୈଠକ ବସୁଥିବାବେଳେ ଏବେ ବର୍ଷକୁ ଚାରିଥର ବସିବ ବୋଲି ମନ୍ତ୍ରୀ କହିଛନ୍ତି । ଏହାର ମୂଳ ଉଦ୍ଦେଶ୍ୟ ହେଉଛି, ପିଲାମାନେ ସ୍କୁଲରେ ଯେତେ ସମୟ ରହୁଛନ୍ତି ପଢୁଛନ୍ତି, ହେଲେ ଘରେ ଅଧିକ ସମୟ ରହୁଛନ୍ତି । ଅଭିଭାବକ ଘରେ କିପରି ପିଲାଙ୍କୁ ଅଧିକ ଫୋକସ ଦେଇପାରିବେ, ଘରେ ଶିକ୍ଷାର ବାତାବରଣ ଦେଇପାରିବେ, ତା’ଉପରେ ଗୁରୁତ୍ବ ଦେବାକୁ ଏହି ବୈଠକ ହେଉଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ