ବହୁଭାଷୀ ଶିକ୍ଷକମାନଙ୍କ ଦରମା ବୃଦ୍ଧି । ରାଜ୍ୟ ସରକାର ବହୁଭାଷୀ ଶିକ୍ଷକମାନଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କ ଦରମା ବୃଦ୍ଧି କରିଛନ୍ତି । ତେବେ ସେମାନଙ୍କ ମାସିକ ଦରମା ୩୨୦୦ ଟଙ୍କାରୁ ୫୩୭୯ ଟଙ୍କାକୁ ବୃଦ୍ଧି କରିଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ମାସିକ ୩୨୦୦ ଟଙ୍କାରେ ବହୁଭାଷୀ ଶିକ୍ଷକମାନେ ଅସୁବିଧାରେ ଚଳୁଥିଲେ । ସେମାନେ ନିଜର ଦାୟିତ୍ବକୁ ସୁଚାରୁରୂପେ ନିର୍ବାହ କରୁଥିବାରୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା