ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ସେ ତାଙ୍କର ଇସ୍ତଫା ପତ୍ର ଉପ ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି । ଇସ୍ତଫା ପଛରେ ବ୍ୟକ୍ତିଗତ କାରଣ ଥିବା କହିଛନ୍ତି ବିକ୍ରମ ଆରୁଖ । ଏନେଇ ସେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏବେ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାକୁ ସେ ନିଷ୍ଠାର ସହ କରିବେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍