୩ ଦିନରେ ବାୟୁସେନାରେ ନିଯୁକ୍ତି ପାଇଁ ରେଜିଷ୍ଟ୍ରେସନ କଲେଣି ୫୬ ହଜାରରୁ ଅଧିକ ପ୍ରାର୍ଥୀ । ପୂର୍ବରୁ ଅଗ୍ନିପଥ ଯୋଜନାକୁ ନେଇ ଦେଶର ଅନେକ ସ୍ଥାନରେ ହିଂସା ପରିଲକ୍ଷିତ ହୋଇଥିଲା । ହଜାର ହଜାର ଛାତ୍ର ଏହି ଯୋଜନାକୁ ବିରୋଧ କରିଥିଲେ । କିନ୍ତୁ ଏବେ ବାସ୍ତବ ଚିତ୍ର ଓଲଟା ନଜର ହେଉଛି । ଭାରତୀୟ ବାୟୁସେନା ଅଗ୍ନିପଥ ଯୋଜନାରେ ରବିବାର ସୁଦ୍ଧା ୫୬, ୯୬୦ ଜଣ ରେଜିଷ୍ଟ୍ରେସନ କରିଥିବା ଜଣାପଡିଛି । ଏନେଇ ଭାରତୀୟ ବାୟୁସେନା ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ମିଳିଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ