ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଜେପିର ରାଜ୍ୟସଭା ପ୍ରାର୍ଥୀ । ଓଡ଼ିଶାରେ ଫାଙ୍କା ପଡିଥିବା ଆସନ ପାଇଁ ଅଶ୍ୱିନୀଙ୍କୁ ପ୍ରାର୍ଥୀ କରିଛି ବିଜେପି । ବିଜେପିର କେନ୍ଦ୍ରୀୟ କମିଟି ପକ୍ଷରୁ ଅଶ୍ୱିନୀଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାସହ ଅଶ୍ୱିନୀ ଓଡ଼ିଶାରୁ ରାଜ୍ୟସଭା ଲଢିବା ନେଇ ସ୍ପଷ୍ଟ ହୋଇଛି । ପୂର୍ବରୁ ଅଶ୍ୱିନୀ ଓଡ଼ିଶାରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ପୂର୍ବରୁ ବିଜେଡି ୨ ଜଣ ରାଜ୍ୟସଭା ପ୍ରାର୍ଥୀ ନାଁ ଘୋଷଣା କରିଥିଲା । ଉଭୟ ଦେବାଶିଷ ଓ ଶୁଭାଶିଷ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ । କିନ୍ତୁ ତୃତୀୟ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନଥିଲା ଦଳ । ତେଣୁ ବିଜେଡି କାହାକୁ ପ୍ରାର୍ଥୀ କରିବ ସେନେଇ ସସପେନ୍ସ ଲାଗି ରହିଥିଲା ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ