ବିଜେବି କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା । ହଷ୍ଟେଲ ଭିତରେ ଯୁକ୍ତ ୩ ପ୍ରଥମ ବର୍ଷ ଛାତ୍ରୀ ରୂଚିକା ମହାନ୍ତି ଆତ୍ମହତ୍ୟା କରିଥିବା ସୂଚନା । ସେ ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀ ହୋଇ ଥିବାବେଳେ ୟୁପିଏସସି ପାଇଁ ପ୍ରସ୍ତୁତ ହେଉଥିଲେ । ଖବର ପାଇ ବଡଗଡ଼ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ସେପଟେ ବର୍ତ୍ତମାନ ପର୍ଯ୍ୟନ୍ତ ମଧ୍ୟ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି