ଆଜି ଓଡ଼ିଶା ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ । ୨୦୧୮ ମେ ୨୫ରେ ଓଡ଼ିଶା ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ ପ୍ରଫେସର ଗଣେଶୀ ଲାଲ୍ । ସେପଟେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ ତାରିଖ ଦିନ ଭୁବନେଶ୍ବରରେ ପହଞ୍ଚିବେ । ୩୦ ତାରିଖ ଦିନ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବା ସହ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୩୧ ତାରିଖରେ ନୂଆ ରାଜ୍ୟାପାଳ ଭାବେ ଦାୟିତ୍ବ ନେବେ ରଘୁବର ଦାସ । ତେବେ ବିଦାୟ ପୂର୍ବରୁ ପ୍ରଫେସର ଗଣେଶୀ ଲାଲଙ୍କୁ ଗତକାଲି ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି