() ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ୍ ଅଭିମୁଖେ ମୁଖ୍ୟମନ୍ତ୍ରୀ ଯାଉଥିବାବେଳେ ଭୋର ୪ଟା ୧୫ରେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନ ବନ୍ଦରରୁ ଯାତ୍ରା ଆରମ୍ଭ କରିଛନ୍ତି । ଆଜି ଅପରାହ୍ନ ୩ଟାରେ ଇଟାଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରୋମରେ ରହିବେ ମୁଖ୍ୟମନ୍ତ୍ରୀ । ଏହି ସମୟ ମଧ୍ୟରେ ଜାତିସଂଘର ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମର ମୁଖ୍ୟ ଡେଭିଡ୍ ବେସଲୀଙ୍କ ନିମନ୍ତ୍ରଣ ରକ୍ଷା କରି ସ୍ବତନ୍ତ୍ର ଉତ୍ସବରେ ଯୋଗଦେବେ । ସେଠାରେ ଓଡ଼ିଶାର ଦୁଇ ପ୍ରମୁଖ ସଫଳତା ବାବଦରେ ନିଜ ଅନୁଭୂତି ବଖାଣିବେ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ