ଭୁବନେଶ୍ୱରରୁ ବିଦେଶକୁ ସିଧାସଳଖ ଉଡ଼ିବ ବିମାନ । ବିମାନ ଚଳାଚଳ ପାଇଁ ରାଜ୍ୟ ସରକାର ଟେଣ୍ଡର ଆହ୍ୱାନ କରିଛନ୍ତି । ସିଙ୍ଗାପୁର, ବ୍ୟାଙ୍କକ୍, ଦୁବାଇକୁ ବିମାନ ସେବା ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି । ସପ୍ତାହକୁ ୩ ଦିନ ବିମାନ ଚଳାଚଳ ପାଇଁ ଟେଣ୍ଡର ଆହ୍ୱାନ ହୋଇଛି । ଦିନେ ଛାଡ଼ି ଦିନେ ସହ ସପ୍ତାହାନ୍ତରେ ବିମାନ ଚଳାଚଳ ପାଇଁ ରହିଛି ସର୍ତ୍ତ । ଆଗ୍ରହୀ ବିମାନସେବା କମ୍ପାନୀ ଏଥିପାଇଁ କରିପାରିବେ ଆବେଦନ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍