ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ତେବେ ଆଜି ହେଉଛି ଉଭାଯାତ୍ରା । ଗତକାଲି ନେତ୍ରୋତ୍ସବରେ ଲକ୍ଷାଧିକ ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରି ସୌଭାଗ୍ୟ ଲାଭ କରିଥିବାବେଳେ ଆଜି ଉଭାଯାତ୍ରାରେ ମଧ୍ୟ ସାଧାରଣ ଦର୍ଶନକୁ ଅନୁମତି ମିଳିଛି । ପ୍ରଥମେ ଭୋର ୪ଟାରୁ ୬ଟା ୩୦ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଭକ୍ତ । ପରେ ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ଦର୍ଶନ ବନ୍ଦ ରହିଛି । ଏହାପରେ ୧୨ଟା ୩୦ରୁ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜଗାଦର୍ଶନ କରିପାରିବେ ଭକ୍ତ । ଭୋଗ ଲାଗୁଥିବା ସମୟରେ ଦର୍ଶନ ବନ୍ଦ ରହିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା