ଆଜିଠୁ ବର୍ମିଂହାମରେ ରାଜ୍ୟଗୋଷ୍ଠୀ କ୍ରୀଡା । ଏନେଇ ୨୦୦ ଖେଳାଳିଙ୍କ ସହ ୩୦୦ ଜଣିଆ ଟିମ୍ ପଠାଇଛି ଭାରତ । ୨୦୧୮ରେ ୬୮ ପଦକ ସହ ତୃତୀୟ ସ୍ଥାନରେ ଥିଲା ଭାରତ । ତେବେ ଏଥର ଆହୁରି ଭଲ ପ୍ରଦର୍ଶନ ସହ ଅଧିକ ପଦକ ପାଇବାର ଆଶା ରଖିଛି ଦେଶ । ନୀରଜ ଚୋପ୍ରା ଆହତ ହହୋଇଥିବା ଯୋଗୁଁ ଓହରିଯିବା ପରେ କିଏ ତ୍ରିରଙ୍ଗା ଧରିବେ ସେ ନେଇ ଭାରତୀୟ ଅଲିମ୍ପିକ୍ ସଂଘ ଅଡୁଆରେ ପଡ଼ିଥିଲା । ତେବେ ତିନି ଜଣଙ୍କ ନାମ କାଣ୍ଟଛାଣ୍ଟ ତାଲିକାରେ ସାମିଲ କରିଥିଲା । ଶେଷରେ ଟୋକିଓ ଅଲିମ୍ପିକ୍ସ ପଦକ ବିଜୟିନୀ ଭାରୋତ୍ତୋଳିକା ମୀରାବାଇ ଚାନୁ ଏବଂ ମୁଷ୍ଟିଯୋଦ୍ଧା ଲଭ୍ଲିନା ବୋର୍ଗୋହାଁଙ୍କ ଅପେକ୍ଷା ସିନ୍ଧୁଙ୍କୁ ଅଧିକ ପସନ୍ଦ କରିଥିଲା ଆଇଓଏ
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ