ଭାରତ ଫେରିପାରନ୍ତି ଲୁଟେରା ନୀରବ ମୋଦୀ । ୭ ହଜାର କୋଟିରୁ ଅଧିକ ଟଙ୍କା ନେଇ ଫେରାର ହୋଇଯାଇଥିଲେ ନୀରବ । ତେବେ ବର୍ତ୍ତମାନ ସେ ଭାରତ ଫେରିବା ନେଇ ଆଶା ସଂଚାର ହୋଇଛି । ଭାରତ ନଫେରିବାକୁ ବ୍ରିଟେନର ଏକ ହାଇକୋର୍ଟରେ ନୀରବ ମୋଦୀ ଯେଉଁ ଆବେଦନ କରିଥିଲେ ତାହା ଖାରଜ ହୋଇଛି । ନୀରବ ମୋଦୀ ବ୍ରିଟେନ ହାଇକୋର୍ଟରେ ଆବେଦନ କରିଥିଲେ କି, ତାଙ୍କୁ ଭାରତ ଫଠାଇଦେବା ଉଚିତ ନୁହେଁ । ହେଲେ ଏହି ଆବେଦନ ଉପରେ ଶୁଣାଣି କରି ବ୍ରିଟେନ କୋର୍ଟ କହିଛନ୍ତି କି ନୀରବ ମୋଦୀଙ୍କୁ ଭାରତ ପ୍ରତ୍ୟାବର୍ତ୍ତନ କରିବା କୌଣସି ଦୃଷ୍ଟିକୋଣରୁ ଅନ୍ୟାୟ କିମ୍ବା ଦମନକାରୀ ନୁହେଁ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ