ଭାରତ ସରକାର ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ ଏବଂ ଭିଡିଓ ଷ୍ଟ୍ରିମିଂ ସାଇଟ ୟୁଟ୍ୟୁବକୁ ତାଗିଦ କରିଛନ୍ତି । ସୋସିଆଲ ମିଡିଆ କମ୍ପାନୀମାନଙ୍କୁ ଡିପଫେକ ଏବଂ ଫେକ ନ୍ୟୁଜର ପ୍ରସାର ବନ୍ଦ କରିବାକୁ ସରକାର ଚେତାବନୀ ଦେଇଛନ୍ତି । ଏକ ରୁଦ୍ଧଦ୍ୱାର ବୈଠକରେ କେନ୍ଦ୍ର ଆଇଟି ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ସୋସିଆଲ ମିଡିଆ କମ୍ପାନୀଗୁଡ଼ିକୁ ଡିପଫେକ ଏବଂ ଫେକ ନ୍ୟୁଜର ପ୍ରସାରଣ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଛନ୍ତି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ