- ୩୦ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ଅଧିକାରୀ
() ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ । ଲାଞ୍ଚ ନେଲାବେଳେ ଧରାପଡିଲେ ହିନ୍ଦୋଳ ଏସ୍ଡିପିଓ । ୩୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା ଅନୁସାରେ ଏସିଏସ୍ଟି ମାମଲାରେ ଜଣଙ୍କ ନାଁ କାଟିବାକୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଏହି ଦୁର୍ନୀତିଖୋର ଅଧିକାରୀ । କୌଣସି ସୁତ୍ରରୁ ଖବର ପାଇ ହିନ୍ଦୋଳ ଏସ୍ଡିପିଓ ମଳୟ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍