() ଟି-୨୦ ମ୍ୟାଚ୍ ପାଇଁ ଆସନ୍ତାକାଲି ଭୁବନେଶ୍ବରରେ ପହଞ୍ଚିବେ ସମସ୍ତ ଖେଳାଳି । ପ୍ରଥମ ଥର ପାଇଁ ଭିଭିଆଇପି ଗେଟରେ ବାହାରିବେ ଉଭୟ ଦେଶର ଖେଳାଳି । ତେବେ ପୂର୍ବରୁ କାର୍ଗୋ ଗେଟ ଦେଇ ବାହରୁଥିଲେ ଖେଳାଳି । ଏନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ଥିବାବେଳେ ଗହଳିକୁ ଆଖି ଆଗରେ ରଖି ବ୍ୟାରିକେଡ ବ୍ୟବସ୍ଥା କରାଯିବ । ସେପଟେ ଭୁବନେଶ୍ୱର ଡିସିପି ଏୟାରପୋର୍ଟରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । କିଭଳି ଖେଳାଳିଙ୍କୁ କର୍ଡନ କରି ହୋଟେଲ ପର୍ଯ୍ୟନ୍ତ ନିଆଯିବ ସେ ନେଇ ରୁଟ୍ ମ୍ୟାପ ପ୍ରସ୍ତୁତ କରିଛନ୍ତି ।https://thetopmost.in/%e0%ac%a8%e0%ac%be%e0%ac%87%e0%ac%9c%e0%ad%87%e0%ac%b0%e0%ac%bf%e0%ac%86%e0%ac%b0-%e0%ac%8f%e0%ac%95-%e0%ac%9a%e0%ac%b0%e0%ad%8d%e0%ac%9a%e0%ad%8d%e0%ac%9a%e0%ac%b0%e0%ad%87-%e0%ac%ad%e0%ad%9f/
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି