ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ଘଟଣାରେ ଆସିଲା ଭିସେରା ରିପୋର୍ଟ । ପୋଲିସର ହସ୍ତଗତ ହୋଇଛି ଭିସେରା ରିପୋର୍ଟ । ଏହି ରିପୋର୍ଟ ଚିନ୍ମୟୀଙ୍କ ମୃତ୍ୟୁ ରହସ୍ୟ ଖୋଲିବା ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଗତ ଫେବ୍ରୁଆରୀ ୨୮ ତାରିଖରେ ରହସ୍ୟମୟ ଢ଼ଙ୍ଗରେ ଚିନ୍ମୟୀଙ୍କ ମୃତ୍ୟୁ ହୋଇଥିଲା । ପୁରୁଷବନ୍ଧୁ ଏହି ମୃତ୍ୟୁ ପାଇଁ ଦାୟୀ ବୋଲି ପରିବାର ଲୋକଙ୍କ ଅଭିଯୋଗ ପରେ ପୋଲିସ ଘଟଣାକୁ ଗୁରୁତର ସହ ନେଇ ଆରମ୍ଭ କରିଥିଲା ଛାନବିନ୍ । ଅନ୍ୟପଟେ ପୁରୁଷ ବନ୍ଧୁ ପ୍ରୀତିମାନର ଲାଏ ଡିଟେକ୍ସନ ଟେଷ୍ଟ ମଧ୍ୟ କରାଯାଇଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା