ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ବାତ୍ୟା ମୋକା। ଏନେଇ ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପୋର୍ଟବ୍ଲେୟାର ଠାରୁ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ୫୧୦କିଲୋମିଟର ଦୂରରେ ରହିଛି । କ୍ରମଶଃ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆଜି ବିଳମ୍ବିତ ରାତି ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ । ୧୨ ତାରିଖକୁ ଅତି ପ୍ରବଳ ବାତ୍ୟାରେ ପରିଣତ ହେବ । ଏହାପରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରି ୧୪ ତାରିଖ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ଉପକୂଳ ଛୁଇଁବ । ବଙ୍ଗୋପସାଗର, ଆଣ୍ଡାମାନ ନିକୋବର ଦୀପପୂଞ୍ଜ ଓ ବାଂଲାଦେଶ ଓ ମିଆଁମାର ଉପରେ ରହିବ ବିଶେଷ ପ୍ରଭାବ । ମିଜୋରାମ, ତ୍ରୀପୂରା ଏବଂ ମଣିପୁର ଉପରେ ମଧ୍ୟ ପ୍ରଭାବ ରହିବ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ