ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ବରର ୭୫ତମ ପ୍ରତିଷ୍ଠା ଦିବସ । ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲି । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି । ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ରାଜଧାନୀର ଶୁଭ ଦେଇଥିଲେ । ସମୟ ସହିତ ତାଳ ଦେଇ ଭୁବନେଶ୍ବରର ବୃଦ୍ଧି ପାଇଛି କଳେବର । ବିକାଶ ଧାରାରେ ସାମିଲ ହୋଇ ଦେଶର ୧ ନମ୍ବର ସ୍ମାର୍ଟସିଟିର ମଧ୍ୟ ମାନ୍ୟତା ହାସଲ କରିଛି ଆମ ରାଜଧାନୀ । ଚାଲିଚଳନରେ ପରିବର୍ତ୍ତନ ସହ ଜନସଂଖ୍ୟା ୧୫ ହଜାରରୁ ୧୫ ଲକ୍ଷରେ ପହଞ୍ଚିଛି । ଶିକ୍ଷା, ସ୍ବାସ୍ଥ୍ୟ, କ୍ରୀଡା, ସବୁ କ୍ଷେତ୍ରରେ ଜାରି ରହିଛି ବିକାଶ । ଦେଶର ନମ୍ବର ଓ୍ବାନ୍ ସ୍ମାର୍ଟସିଟିର ମାନ୍ୟତା ହାସଲ କରିସାରିଛି ଭୁବନେଶ୍ବର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା