ମଣିପୁରରେ ଓଡ଼ିଆ ଯବାନ ସହିଦ । ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବାବେଳେ ଗାଡ଼ି ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ସହିଦ ହୋଇଥିବା ଓଡ଼ିଆ ଯବାନ ହେଲେ ନୀଳାଞ୍ଚଳ ପଟେଲ । ତାଙ୍କ ଘର ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ବାଘପାଲ୍ଲୀ ଗାଁରେ । ସେ ୪୮ ଆସାମ ରାଇଫଲରେ ମଣିପୁରରେ କାର୍ଯ୍ୟରତ ଥିଲେ । ୨୦୦୪ ମସିହାରେ ଆସାମ ରାଇଫଲରେ ଯୋଗ ଦେଇଥିବାବେଳେ ଦୁଇ ଝିଅ ଏବଂ ସ୍ତ୍ରୀଙ୍କ ସହ ମଣିପୁରେ ରହୁଥିଲେ । ଆାଜି ଗାଁକୁ ତାଙ୍କ ମରଶରୀର ଆସିବାକୁ ଥିବାବେଳେ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା