() ମଧ୍ୟପ୍ରଦେଶ ଚିନ୍ଦଓ୍ୱାରାରେ ଭୟଙ୍କର ସଡକ ଦୁର୍ଘଟଣା । ରାସ୍ତା କଡ ବଢ ଖାଲକୁ ଓଲଟି ପଡିଲା କାର୍ । ଘଟଣାସ୍ଥଳରେ କାର୍ ଭିତରେ ଥିବା ଗୋଟିଏ ପରିବାରର ୭ ଜଣ ମୃତ । ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ କରିଥିଲେ । ତେବେ ଗାଡିଟି ଗଭୀର ଗାତରେ ପଡିଯାଇଥିବାରୁ ଉଦ୍ଧାରକାର୍ଯ୍ୟ ବିଳମ୍ବିତ ହୋଇଥିଲା । ପୋଲିସ ଓ ଅଗ୍ନିଶମ ବାହିନୀ ମୃତଦେହକୁ ଉଦ୍ଧାର କରି ପୋଷ୍ଟମଟର୍ମ ପାଇଁ ପଠାଇଥିଲେ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ