() ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ପୁଣି ମାଓ ହିଂସା । ପ୍ରୋକଲିନ ମେସିନକୁ ନିଆଁ ଲଗାଇ ପୋଡି ଦେଲେ ମାଓବାଦୀ । ଚେରଲା ଥାନା ଗୋରକୋଣ୍ଡା ଗାଁ ନିକଟରେ ବନ ବିଭାଗ ତରଫରୁ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ନକ୍ସଲମାନେ ସେଠାରେ ପହଞ୍ଚି ଏକ ପ୍ରୋକଲିନ ମେସିନକୁ ନିଆଁ ଲଗାଇ ପୋଡି ଦେଇଛନ୍ତି । ଘଟଣା ସ୍ଥଳରେ ସିଆରପିଏଫ ଓ ଏସଟିଏଫ ବାହିନୀ ପହଞ୍ଚି କୁମ୍ବିଂ ଅପରେସନ ଆରମ୍ଭ କରିଛନ୍ତି । ସେପଟେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା