ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମାଷ୍ଟରପ୍ଲାନ ଅନୁମୋଦିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି । ଶ୍ରୀଲୋକନାଥ ମନ୍ଦିରର ବିକାଶ ପାଇଁ ୨୮କୋଟି ଟଙ୍କା ଅଟକଳ ରଖାଯାଇଥିବା ବେଳେ, ଅଲାରନାଥଙ୍କ ପାଇଁ ୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି । ଉଭୟ ମନ୍ଦିରର ପୁନଃ-ଉନ୍ନୟନ କାର୍ଯ୍ୟ ୧ ବର୍ଷ ମଧ୍ୟରେ ହେବ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା