ପବିତ୍ର ବଡଦିନର ଅନେକ ଶୁଭେଚ୍ଛା । ଆଜି ହେଉଛି ପବିତ୍ର ବଡଦିନ । ଏହିଦିନ ଭଗବାନ ଯୀଶୁ ଜନ୍ମଗ୍ରହଣ କରିଥିବାରୁ ଏହାକୁ ବଡଦିନ ଭାବେ ପାଳନ କରାଯାଏ । ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ପୁରା ଓଡ଼ିଶା । ଗାଁଠୁ ସହର ସବୁଠି ସାଜସଜ୍ଜା । ଦୁଇ ବର୍ଷ ପରେ ବିନା କୋଭିଡ କଟକଣାରେ ପାଳନ ହେଉଥିବାରୁ ଚର୍ଚ୍ଚରେ ପ୍ରବଳ ଭିଡ ଦେଖିବାକୁ ମିଳିଛି । ଆଲୋକମାଳାରେ ଚର୍ଚ୍ଚଗୁଡିକୁ ସଜ୍ଜା ଯାଇଥିବା ବେଳେ ସାଂଟାମାନେ ଚର୍ଚ୍ଚରେ ବୁଲୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା