ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସେହିପରି ମେ ଶେଷ ସପ୍ତାହ ସୁଦ୍ଧା ବାହାରିପାରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ଏହାସହ ଖୁବଶୀଘ୍ର ଚୂଡାନ୍ତ ତାରିଖ ଘୋଷଣା କରାଯବ ବୋଲି ସେ କହିଛନ୍ତି । ରାଜ୍ୟରେ ପ୍ରାୟ ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଏପର୍ଯ୍ୟନ୍ତ ତାରିଖ ଘୋଷଣା ହୋଇନାହିଁ । କିନ୍ତୁ ମେ’ ମାସ ଶେଷ ସୁଦ୍ଧା ଯୁକ୍ତ୨ ବାଣିଜ୍ୟ ଓ ବିଜ୍ଞାନର ପରୀକ୍ଷା ଫଳ ବାହାର କରାଯିବ । ଏହା ସହିତ ମେ’ ମାସ ତୃତୀୟ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାର କରିବା ନେଇ ଆଶା ରଖିଛୁ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍